ବସଷ୍ଟାଣ୍ଡରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର

ଜଳେଶ୍ୱର : ଜଳେଶ୍ଵର ବସ୍‌ଷ୍ଟାଣ୍ଡରୁ ଗୁରୁବାର ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ଜଣାପଡିଛି । ଘଟଣା ସମ୍ପର୍କରେ ମେ ଆଇ ହେଲ୍ପ ୟୁ ସଙ୍ଗଠନ ପାଖରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ପୋଲିସ ମହିଳାଙ୍କ ମୃତ୍ୟୁ ସମ୍ପର୍କରେ ତଦନ୍ତ ଜାରି ରଖିଛି । ତେବେ ମହିଳାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।

Leave A Reply

Your email address will not be published.

2 × three =