ଧାନ ବିଲରୁ ମିଳିଲା ପୁରୁଷ ଭାଲୁର ମୃତଦେହ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା କେନ୍ଦୁଝର ବନଖଣ୍ଡ ସଦର ରେଞ୍ଜ ନେଲୁଙ୍ଗ ସରଂକ୍ଷତ ଜଙ୍ଗଲ ନିକଟରେ ଥିବା ଏକ ଧାନ ବିଲରେ ଏକ ମୃତ ପୁରୁଷ ଭାଲୁ ପଡ଼ିଥିବାର ଗ୍ରାମବାସୀ ଦେଖି ବନ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ବନ ବିଭାଗ ଟିମ୍ ଘଟଣାସ୍ଥଳରେ ପହଞ୍ଚି ମୃତ ଭାଲୁଟିକୁ ଜବତ କରିଥିଲେ । ଆଜି ଭୋର୍ ସକାଳେ ଭାଲୁର ମୃତ୍ୟୁ ହୋଇଥିବା ବନ ବିଭାଗ ଅନୁମାନ କରୁଛି । ଭାଲୁର ବୟସ ପାଖାପାଖି ପନ୍ଦର ବର୍ଷ ହୋଇଥିବ ବୋଲି ଅନୁମାନ କରିଛି ବନ ବିଭାଗ ।

Leave A Reply

Your email address will not be published.

4 × three =

error: Content is protected !!