centurian jitm

ଘୋଡାଗାଡି ଜଙ୍ଗଲରୁ ଦନ୍ତାହାତୀ ମୃତଦେହ ଠାବ

nschool

ଅନୁଗୁଳ, (ଆର୍ତ୍ତତ୍ରାଣ ପାଣି) : ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବନଖଣ୍ଡ ମାଧପୁର ରେଞ୍ଜ କିଆକଟା ସେକ୍ସନର ଘୋଡାଗାଡି ବିଟ୍ ରାମିଆଗୁଡା ଖେସରା ଜଙ୍ଗଲରେ ଦନ୍ତାହାତୀର ମୃତଦେହ ଠାବ ହୋଇଥିବା ଖବର ମିଳିଛି । ହାତୀଟିକୁ କେହି ଗୁଳି କରି ମାରିଥିବା ଅନୁମାନ କରାଯାଉଛି । ଖବର ପାଇ ଘଟଣା ସ୍ଥଳରେ ବନ ବିଭାଗର ଟିମ୍ ପହଞ୍ଚିଛି ।

Leave A Reply

Your email address will not be published.

error: Content is protected !!