pakka

ବିଦ୍ୟୁତ ଗ୍ରୀଡ଼ ପଛରୁ ଯୁବକଙ୍କ ମୃତ ଦେହ ଉଦ୍ଧାର : ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ

bbehera

ତୁଷୁରା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ତୁଷୁରା ବିଦ୍ୟୁତ ଗ୍ରୀଡ଼ ପଛ ପଟେ ଥିବା ଏକ ଗଛ ଉପରେ ଜଣେ ଯୁବକଙ୍କ ମୃତ ଦେହ ଝୁଲନ୍ତା ଅବସ୍ଥାରେ ରହିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ଖବର ପାଇବା ପରେ ଘଟଣା ସ୍ଥାନରେ ପୁଲିସ ପହଁଚି ତଦନ୍ତ ଆରମ୍ଭ କରିଥିବା ବେଳେ ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ରହିଛି । ମୃତ ଯୁବକ ଜଣକ ତୁଷୁରା ଅଞ୍ଚଳରେ ଗୁପ୍‌ଚୁପ୍‌ ବିକ୍ରି କରୁଥିବା ଜଣାପଡିଛି ।

Leave A Reply

Your email address will not be published.

four − 3 =