ବୁର୍ଲା ଜଙ୍ଗଲରୁ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର

ବୁର୍ଲା : ବୁର୍ଲା ଜଙ୍ଗଲରୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ ଆଜି ସକାଳୁ କିଛି ଲୋକେ ମୃତଦେହ ପଡ଼ିଥିବା ଦେଖି ପୋଲିସକୁ ଖବର ଦେଇଥିଲେ । ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । ତେବେ ଏହା ଆତ୍ମହତ୍ୟା ନା ହତ୍ୟା ସେଦିଗରେ ବୁର୍ଲା ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

Leave A Reply

Your email address will not be published.

nineteen − sixteen =