pakka

ରେଲ ଲାଇନରୁ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର

bbehera

ସୋର : ବାଲେଶ୍ଵର ଜିଲ୍ଲା ମାର୍କୋଣା ଷ୍ଟେସନରେ ଟ୍ରେନ୍ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ତେବେ ମହିଳା ଜଣଙ୍କ ଆତ୍ମହତ୍ୟା କରିଥାଇ ପାରନ୍ତି ବୋଲି ସନ୍ଦେହ କରାଯାଉଛି । ତେବେ ମହିଳାଙ୍କ ମୃତଦେହଟି ତଳକୁ ମୁହଁମାଡ଼ି ହୋଇ ପଡ଼ିଥିବାରୁ ତାଙ୍କର ପରିଚୟ ମିଳିପାରି ନାହିଁ । ଖବର ପାଇ ପୋଲିସ ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.

4 × one =