centurian jitm

ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

nschool

ମାଲକାନଗିରି : ମାଲକାନଗିରି ଜିଲ୍ଲା କାଲିମେଳା ସଦର ମହକୁମା ବ୍ଲକ ପଛ ପଟ ଶିକ୍ଷକ ସାହି ମଧ୍ୟରେ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି ।
ତେବେ ଯୁବକ ଜଣଙ୍କ କାହିଁକି ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ଜଣାଯାଇ ନାହିଁ । ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଁଚି ମୃତଦେହ ଉଦ୍ଧାର କରି ବ୍ୟବଛେଦ ନିମନ୍ତେ ପଠାଇ ତଦନ୍ତ ଆରମ୍ଭ କରିଥିବା ନେଇ ଥାନା ଅଧିକାରୀ ଭବାନୀ ଶଙ୍କର ସାହୁ କହିଛନ୍ତି ।

Leave A Reply

Your email address will not be published.