ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହେଲା : ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

କଳାହାଣ୍ଡି, (ପି.କେ.ସାହୁ) : ଏକ ଗଛରୁ ଜଣେ ବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ବେଳେ ହତ୍ୟା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । ପ୍ରାପ୍ତ ସୂଚନା ଅନୁସାରେ କଳାହାଣ୍ଡି ଜିଲ୍ଲା ବିଜେପୁର ଥାନା ଅନ୍ତର୍ଗତ ଗୋପୀଗୁଡା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ ହେଲେ ଜୟନ୍ତୀ ନାଏକ(୪୫)ଙ୍କ ମୃତ ଦେହ ଏକ ଗଛରେ ଝୁଲନ୍ତା ଅବସ୍ଥାରେ ରହିଥିବା ବେଳେ ଅଭିଯୋଗ ଆଧାରରେ ବିଜେପୁର ପୋଲିସ ତଦନ୍ତ ଜାରି ରଖିଥିବା ସୂଚନାରେ କୁହାଯାଇଛି ।

Leave A Reply

Your email address will not be published.