jayashree

ଜୈବିକ କୃଷି ଓ ମୃତ୍ତିକା ସ୍ୱାସ୍ଥ୍ୟ ପରିଚାଳନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜୈବିକ କୃଷି ଓ ମୃତ୍ତିକା ସ୍ୱାସ୍ଥ୍ୟ ପରିଚାଳନା ନିମନ୍ତେ ରାଜ୍ୟରେ ୩୦ ଗୋଟି ସ୍ଥାୟୀ ଓ ୩୦ ଗୋଟି ଭ୍ରାମ୍ୟମାଣ ମୃତ୍ତିକା ପରୀକ୍ଷା କେନ୍ଦ୍ର ଅଛି । ବ୍ଲକସ୍ତରରେ ୩୧୪ ଗୋଟି ମୃତ୍ତିକା ପରୀକ୍ଷାଗାର ପ୍ରତିଷ୍ଠା କରାଯାଇଛି । ଚାଷୀଙ୍କୁ ମୃତ୍ତିକା ସ୍ୱାସ୍ଥ୍ୟ କାର୍ଡ ପ୍ରଦାନ କରି ସନ୍ତୁଳିତ ସାର ବ୍ୟବହାର ପାଇଁ ପରାମର୍ଶ ପ୍ରଦାନ କରାଯାଉଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.