ଖେଳ ପଡ଼ିଆରୁ ଉଦ୍ଧାର ହୋଇଥିବା ଶିଶୁର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ବ୍ରହ୍ମପୁର : ଗଞ୍ଜାମ ଛତ୍ରପୁର ପିଲିବନ୍ଧ କଡ଼ରେ ଥିବା ଖେଳ ପଡିଆ ନିକଟରୁ ଏକ ନବଜାତ ଶିଶୁ ବୁଧବାର ଅପରାହ୍ନରେ ଉଦ୍ଧାର ହୋଇଥିଲା । ପ୍ରଥମେ ଛତ୍ରପୁର ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ଏମ୍‌କେସିଜି ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ତେବେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ସକାଳେ ଶିଶୁଟିର ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।

Leave A Reply

Your email address will not be published.