centurian jitm

ବିଷାକ୍ତ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

nschool

କୋକସରା : କୋକସରା ବ୍ଲକ ଡାଲଗୁମା ପଞ୍ଚାୟତ ଚିତାମୁଣ୍ଡା ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ ସଞ୍ଜୁଳା ମହାନନ୍ଦ ଗୁରୁବାର ରାତିରେ ଶୋଇଥିବା ଅବସ୍ଥାରେ କୌଣସି ଏକ ବିଷଧର ସାପ କାମୁଡ଼ିଥିଲା । ପରିବାର ଲୋକେ ଆଜି ସକାଳେ କୋକସରା ଡାକ୍ତରଖାନାରେ ଆଣି ଭର୍ତ୍ତି କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

Leave A Reply

Your email address will not be published.