pakka

ଟ୍ରେନ୍‌ରେ କଟି ଯୁବକଙ୍କ ମୃତ୍ୟୁ

bbehera

ଜଳେଶ୍ୱର : ବାଲେଶ୍ବର ଜିଲ୍ଲା ଜଳେଶ୍ୱର ରେଳଷ୍ଟେସନ ନିକଟରେ ଟ୍ରେନ୍‌ରେ କଟି ଚାଲିଗଲା ଯୁବକଙ୍କ ଜୀବନ । ମୁଣ୍ଡ-ଗଣ୍ଡି ଅଲଗା ଅବସ୍ଥାରେ ଉଦ୍ଧାର ହେଲା ମୃତଦେହ । ତେବେ ଏବେ ସୁଦ୍ଧା ମୃତ ଯୁବକଙ୍କ ପରିଚୟ ଜଣାପଡିନାହିଁ । ଘଟଣାସ୍ଥଳରେ ଜିଆପି ପହଞ୍ଚି ମୃତଦେହ ଜବତ କରିଥିବା ବେଳେ ଯୁବକ ପରିଚୟ ଖୋଜିବା ପାଇଁ ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.

ten + one =