ରାଜ୍ୟରେ ୧୫ ଶହ ଟପିଲା କରୋନା ମୃତ୍ୟୁ ସଂଖ୍ୟା : ଆଜି ପୁଣି ୧୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର : କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ପରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫ଶହକୁ ଟପିଯାଇଛି । ରାଜ୍ୟରେ କରୋନା ସଂକ୍ରମଣ କମି କମି ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ କମୁ ନଥିବା ଦେଖାଯାଇଛି । ଏବେ ସମୁଦାୟ କରୋନା ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା ୧୫୧୦ରେ ପହଂଚିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.