ଆସନ୍ତା ୨୯ରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ : ବିଭିନ୍ନ କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିବେ

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୯ ତାରିଖରେ ନୂଆଦିଲ୍ଲୀ ଗସ୍ତରେ ଯିବାର ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀ ୩ ଦିନିଆ ଗସ୍ତରେ ଯିବାର କାର୍ୟ୍ୟକ୍ରମ ରହିଛି ବୋଲି ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି । ଏହି ଗସ୍ତ ସମୟରେ ସେ ଓଡ଼ିଶା ଭବନରେ କେନ୍ଦ୍ର ସରକାରରେ ପଡ଼ି ରହିଥିବା ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ୟ୍ୟର ଅଗ୍ରଗତିର ସମୀକ୍ଷା କରିବେ ।

Leave A Reply

Your email address will not be published.