pakka

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋମ୍ ଗସ୍ତରେ ଯାଇ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶାନ୍ତି ଓ ଅହିଂସାର ବାର୍ତ୍ତା ଦେଇଛନ୍ତି । ଏହି ଅବସରରେ ମହାତ୍ମାଙ୍କ ସ୍ମୃତିଚାରଣ କରିବା ସହ ତାଙ୍କ ଆଦର୍ଶ ଏବଂ ସିଦ୍ଧାନ୍ତରେ ସେ ସର୍ବଦା ଅନୁପ୍ରାଣିତ ବୋଲି କହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

one + two =