ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍ ଅପ୍ ଭତ୍ତା ୩୮% ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାର ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍ ଅପ୍ ଭତ୍ତା ୩୮% ବଢାଇଛନ୍ତି । ବର୍ତ୍ତମାନ ମାସିକ ₹୯,୦୦୦ରୁ ଏହା ₹୧୨,୪୮୦କୁ ବୃଦ୍ଧି ହୋଇଥିବା ବେଳେ ପୂର୍ବରୁ ପ୍ରଦାନ କରାଯାଉଥିବା ଅନ୍ୟାନ୍ୟ ଭତ୍ତା ମଧ୍ୟ ଜାରି ରହିବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.