pakka

ରାଉରକେଲା ଗସ୍ତରେ ମୁଖ୍ୟମନ୍ତ୍ରୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ଦୁଇ ଦିନିଆ ରାଉରକେଲା ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯୬୪ କୋଟି ଟଙ୍କାର ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ବିର୍ସା ଛକରେ ନୂତନ ବିର୍ସା ମୁଣ୍ଡା ଆଥ‌ଲେଟିକ୍‌ ଷ୍ଟାଡିୟମ ସମେତ ବିର୍ସା ମୁଣ୍ଡା ସୁଇମିଂ କମ୍ପ୍ଳେକ୍ସ ଓ ବହୁତଳ କାର୍‌ ପାର୍କିଂ ସୁବିଧାର ଉଦ‌୍‌ଘାଟନ କରିଛନ୍ତି ।

Leave A Reply

Your email address will not be published.

1 × 3 =