କରୋନା ମହାମାରୀ ପରେ ପ୍ରଥମଥର ପାଇଁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୀର୍ଘଦିନ ପରେ ଶ୍ରୀଜିଉଙ୍କ ଦର୍ଶନ କରିବା ପାଇଁ ପୁରୀ ଯିବେ । କରୋନା ମହାମାରୀ ପରେ ପ୍ରଥମଥର ପାଇଁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ । ପୂର୍ବରୁ ଯଦିଓ ମୁଖ୍ୟମନ୍ତ୍ରୀ ପୁରୀ ଯାଇଥିଲେ କରୋନା କଟକଣା ଯୋଗୁ ସିଂହଦ୍ୱାର ସମ୍ମୁଖରୁ ଦର୍ଶନ କରି ଫେରିଥିଲେ । ତେବେ ଆଜି ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କୁ ଦର୍ଶନ କରିବେ ନେଇ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.