om academy

ଓଡ଼ିଆ ସଙ୍ଗୀତ ଜଗତର କିମ୍ବଦନ୍ତୀ ବ୍ୟକ୍ତିତ୍ୱ ଅକ୍ଷୟ ମହାନ୍ତିଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଆ ସଙ୍ଗୀତ ଜଗତର କିମ୍ବଦନ୍ତୀ ବ୍ୟକ୍ତିତ୍ୱ ଅକ୍ଷୟ ମହାନ୍ତିଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଟ୍ୱିଟର ମାଧ୍ୟମରେ ଟ୍ୱିଟ କରି ଶ୍ରଦ୍ଧାଞ୍ଜଳି ଜଣାଇ ଲେଖିଛନ୍ତି ଯେ, ଓଡ଼ିଆ ସଙ୍ଗୀତ ଜଗତର କିମ୍ବଦନ୍ତୀ ବ୍ୟକ୍ତିତ୍ୱ ଅକ୍ଷୟ ମହାନ୍ତିଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି । ଓଡ଼ିଆ ଭଜନ ଏବଂ ଆଧୁନିକ ସଙ୍ଗୀତ ରଚନା କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ। ନିଜ ସ୍ୱତନ୍ତ୍ର ପରିବେଷଣ ଶୈଳୀ ଜରିଆରେ ସଙ୍ଗୀତ ଜଗତରେ ସେ ଛାଡ଼ି ଯାଇଥିବା ଛାପ ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ।

Leave A Reply

Your email address will not be published.