om academy

ପବିତ୍ର ଦୁର୍ଗା ପୂଜା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପବିତ୍ର ଦୁର୍ଗା ପୂଜା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ଟ୍ୱିଟ ମାଧ୍ୟମରେ ଏକ ଭିଡିଓ ବାର୍ତ୍ତା ଜାରି କରି କହିଛନ୍ତି ଯେ, ପବିତ୍ର ଦୁର୍ଗା ପୂଜା ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା । ଆସନ୍ତୁ କୋଭିଡ ନିୟମକୁ ମାନି ସୁରକ୍ଷିତ ଭାବେ ମା’ଙ୍କ ପୂଜାରେ ସାମିଲ ହେବା । ମା’ଦୁର୍ଗାଙ୍କ ଅପାର କରୁଣାରୁ ଆପଣଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ ।

Leave A Reply

Your email address will not be published.