ମୁକ୍ତା ସାହୁ ବଲାଙ୍ଗିର ଜିଲ୍ଲାର ମହିଳା ମୋର୍ଚ୍ଚା ପର୍ଯ୍ୟବେକ୍ଷକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମୁକ୍ତା ସାହୁ ବଲାଙ୍ଗିର ଜିଲ୍ଲାର ମହିଳା ମୋର୍ଚ୍ଚାର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ପାଇଥିବାରୁ ବରଗଡ଼ ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ସଂଗୀତ ଅଗ୍ରୱାଲ ଅଭିନନ୍ଦନ ଜ୍ଞାପନ କରିଛନ୍ତି । ଏଥିପାଇଁ ଶ୍ରୀମତୀ ସାହୁ ରାଜ୍ୟ ସଭାପତିଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ।

Leave A Reply

Your email address will not be published.