ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି: ‘‘ଓଡ଼ିଶାର ମୁଖ୍ୟମନ୍ତ୍ରୀ @MohanMOdisha ପ୍ରଧାନମନ୍ତ୍ରୀ@narendramodiଙ୍କୁ ସାକ୍ଷାତ କରିଛନ୍ତି । @CMO_Odisha”

jittmm
Leave A Reply

Your email address will not be published.