ରାଜ୍ୟରେ ମୁଣ୍ତ ନେଲା କରୋନା

ଭୁବନେଶ୍ୱର, (ଆକାଶ ମିଶ୍ର) : ରାଜ୍ୟରେ ୨୪ ଘଣ୍ଟାରେ ୧୩ଜଣ କରୋନ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୧୩ ମୃତକଙ୍କ ମଧ୍ୟରୁ ସମ୍ବଲପୁର, ସୁନ୍ଦରଗଡ଼ର ଜିଲ୍ଲାରୁ ୩ ଜଣ , ଗଞ୍ଜାମ, କଟକ ଜିଲ୍ଲାରୁ ୨ ଜଣ , କେନ୍ଦୁଝର, ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

Leave A Reply

Your email address will not be published.