oum

ଭୁବନେଶ୍ୱରରେ ପହଞ୍ଚିଲେ ମୁଖ୍ୟଶାସନ ସଚିବ ମନୋଜ ଆହୁଜା

jsm

ଭୁବନେଶ୍ୱର : ଓଡ଼ିଶାର ନବନିଯୁକ୍ତ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ଆଜି ଓଡ଼ିଶା ‌ଫେରିଛନ୍ତି । କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିବା ୧୯୯୦ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରୁଥିଲେ । ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି । ଏହାପରେ କ୍ୟାବିନେଟ୍‌ର ନିଯୁକ୍ତି ସଂକ୍ରାନ୍ତୀୟ କମିଟି ତାଙ୍କୁ ଓଡ଼ିଶା ଫେରିବା ପାଇଁ ଅନୁମତି ଦେଇଥିଲେ ।

Leave A Reply

Your email address will not be published.