ପୋଡ଼ାପଦରରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସମ୍ପନ୍ନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ୍ ଅନ୍ତର୍ଗତ ପୋଡ଼ାପଦର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସ୍ଥିତ ପଡ଼ିଆଠାରେ ବର୍ଣ୍ଣାଢ଼୍ୟ ସମାରହୋରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଗୁରୁବାର ସମ୍ପନ୍ନ ହୋଇଯାଇଛି । ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା, ସ୍ଥାନୀୟ ସରପଞ୍ଚ ସୁଜାତା ଦାସ୍, ସମିତି ସଭ୍ୟ ଶଶି ଦାସ, ସମ୍ମାନୀତ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷା ସାଡି ଶାରଦା ରେଡ୍ଡୀ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଏସ୍‌. କିଶୋର ଚନ୍ଦ୍ର ରେଡ୍ଡୀ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ମୁନା ଦାସ, ଏନ୍. ଦୁର୍ଯ୍ୟୋଧନ ରେଡ୍ଡୀ (ପିତୁ) ବଶିଷ୍ଠ ଶିକ୍ଷାବିତ୍ ସୋମନାଥ ସାହୁ, ପ୍ରଧାନ ଶିକ୍ଷୟିତ୍ରୀ କଳ୍ପନା ବେହେରା, ଆର୍ଜିପଲ୍ଲୀ ସରପଞ୍ଚ ତ୍ରିଲୋଚନ ବେହେରା ପ୍ରମୁଖ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଯୋଗଦେଇ ଏହାକୁ ସଫଲ୍ୟ ମଣ୍ଡିତ କରିଥିଲେ । ସ୍ଥାନୀୟ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀଙ୍କ ଦ୍ୱାରା ବର୍ଣ୍ଣାଢ଼୍ୟ ସମାରହୋରେ ସାସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇ ବେଶ୍ ଉତ୍ସବ ମୁଖର ହୋଇ ଉଠିଥିଲା ।

jittmm
Leave A Reply

Your email address will not be published.