pakka

ଭାରତୀୟ ଜାତୀୟ ହକୀ ଦଳର ଉଭୟ ପୁରୁଷ ଓ ମହିଳା ଖେଳାଳୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତୀୟ ଜାତୀୟ ହକୀ ଦଳର ଉଭୟ ପୁରୁଷ ଓ ମହିଳା ଖେଳାଳୀଙ୍କୁ ରହଣୀ ଓ ଖେଳ ଅଭ୍ୟାସ ସଂପର୍କରେ ପଚାରି ବୁଝିଥିଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଆଗାମୀ ପ୍ରୋ-ଲିଗ୍‌ ମ୍ୟାଚ ପାଇଁ ଶୁଭେଚ୍ଛା ଜଣାଇଥିଲେ ଏବଂ ଆଗାମୀ ଏସିଆନ ଓ କମନୱେଲ୍‌ଥ ଗେମ୍‌ସରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଆଣିବା ପାଇଁ ଲକ୍ଷ୍ୟ ରଖିବାକୁ ପରାମର୍ଶ ଦେଇଥିଲେ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ମାଧ୍ୟମରେ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

2 × two =