pakka

ନରାବାହାଲୀ ଗାଁରୁ ୩ ଫୁଟର ନାଗ ସାପ ଉଦ୍ଧାର କଲେ ବିକି

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ନରାବାହାଲି ଗାଁର ଜଣେ ବ୍ୟକ୍ତିଙ୍‌ଙ୍କ ଘରରେ ଏକ ସାପ ଥିବା ପରିବାର ଲୋକେ ଦେଖିବାକୁ ପାଇଥିଲେ । ତେବେ ସଙ୍ଗେ ସଙ୍ଗେ ସାପ ଧରାଳି ବିକି ଜି ନାଗଙ୍କୁ ଖବର ଦେଇଥିଲେ । ଖବର ଦେବା ପରେ ବିକି ପହଁଚି ୩ ଫୁଟର ନାଗ ସାପ ଉଦ୍ଧାର କରି ଜଙ୍ଗଲରେ ଛାଡି ଦେଇଥିବା ସୂଚନା ଦେଇଛନ୍ତି ।

Leave A Reply

Your email address will not be published.

two × 2 =