jayashree

ନକଲି ଶିକ୍ଷକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନକଲି ଶିକ୍ଷକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏ ସଂକ୍ରାନ୍ତରେ ଆଜି ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଗତ ୩ ବର୍ଷ ମଧ୍ୟରେ ନିଯୁକ୍ତ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ ହେବ ତଥା ଚଳିତ ବର୍ଷରୁ ଡିଜିଲକ୍ ବ୍ୟବସ୍ଥା ପ୍ରଚଳନ କରାଯିବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଅଧିକ ଜାଣିବା ପାଇଁ ନିମ୍ନରେ ଦିଆଯାଇଥିବା ଲିଙ୍କ୍‌ରେ କ୍ଲିକ୍‌ କରନ୍ତୁ :

Leave A Reply

Your email address will not be published.