om academy

ବିବିନା ପଞ୍ଚାୟତ ସମିତି ସଭ୍ୟ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ଶୈଳେଶ୍ରୀ

jsm

ସଇଁନ୍ତଲା, (ଅଜିତ କୁମାର ସାହୁ) : ପଞ୍ଚାୟତ ନିର୍ବାଚନ ପାଇଁ ସମିତି ସଭ୍ୟ ପଦବୀ ହାସଲ କରିବା ପାଇଁ ଅନେକ ମହିଳା ଆଶାୟୀ ରହିଛନ୍ତି । ତେବେ ଆଜି ସଇଁନ୍ତଳା ବ୍ଳକ ବିବିନା ପଞ୍ଚାୟତ ସମିତି ସଭ୍ୟ ଆସନ ପାଇଁ ଶୈଳେଶ୍ରୀ ବେହେରା
ସ୍ଥାନୀୟ ବ୍ଳକ କାର୍ଯ୍ୟାଳୟ ପରିସରରେ ନାମାଙ୍କନ ପତ୍ର ଦାଖଲ କରିଥିବା ସୂଚନା ମିଳିଛି ।

Leave A Reply

Your email address will not be published.