om academy

କେରମେଲି ପଞ୍ଚାୟତ ସମିତି ସଭ୍ୟ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟା ସରୋଜିନୀ

jsm

ସଇଁନ୍ତଲା, (ଅଜିତ କୁମାର ସାହୁ) : ପଞ୍ଚାୟତ ନିର୍ବାଚନ ପାଇଁ ସମିତି ସଭ୍ୟ ପଦବୀ ହାସଲ କରିବା ପାଇଁ ଅନେକ ମହିଳା ଆଶାୟୀ ରହିଥିବା ବେଳେ ଶତାଧିକ ମହିଳା ପଂଚାୟତ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତେବେ ଆଜି ସଇଁନ୍ତଲା ବ୍ଳକ କେରମେଲି ପଞ୍ଚାୟତ ସମିତି ସଭ୍ୟ ଆସନ ପାଇଁ ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟା ସରୋଜିନୀ ସାହୁ ସ୍ଥାନୀୟ ବ୍ଳକ କାର୍ଯ୍ୟାଳୟ ପରିସରରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

Leave A Reply

Your email address will not be published.