pakka

ଯୁକ୍ତ ୨ ନାମଲେଖା : ସରିଲା ଦ୍ୱିତୀୟ ପର୍ଯ୍ୟାୟ ଆବେଦନ, ୧ରେ ମେଧା ତାଲିକା

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକରେ ଯୁକ୍ତ ୨ ନାମଲେଖା ପାଇଁ ମଙ୍ଗଳବାର ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଶେଷ ହୋଇଛି । ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ପ୍ରାୟ ଦେଢ଼ଲକ୍ଷ ଛାତ୍ରଛାତ୍ରୀ ଆବେଦନ କରିଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ଆସନ୍ତା ଅକ୍ଟୋବର ୧ ତାରିଖ ଅପରାହ୍ନ ୨ଟାରେ ମେଧା ତାଲିକା ପ୍ରକାଶ ପାଇବ । ଅକ୍ଟୋବର ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ମନୋନୀତ ଛାତ୍ରଛାତ୍ରୀଙ୍କ ନାମଲେଖା ହେବ ।

Leave A Reply

Your email address will not be published.

19 − thirteen =