om academy

ସଇଁନ୍ତଲା ପଞ୍ଚାୟତ ସମିତି ସଭ୍ୟ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ପୁଷ୍ପାଞ୍ଜଳି

jsm

ସଇଁନ୍ତଲା, (ଅଜିତ କୁମାର ସାହୁ) : ପଞ୍ଚାୟତ ନିର୍ବାଚନ ପାଇଁ ଏବେ ଚଳଚଞ୍ଚଳ ଗ୍ରାମାଞ୍ଚଳ । ବିଭିନ୍ନ ପଦବୀ ହାସଲ ପାଇଁ ଆରମ୍ଭ ହୋଇଯାଇଛି ରାଜନୀତି ମଇଦାନର ପ୍ରଥମ ପର୍ଯ୍ୟାୟ । ଆଜି ତେବେ ଆଜି ନାମାଙ୍କନ ପତ୍ର ଦାଖଲର ଶେଷଦିନ । ତେବେ ସଇଁନ୍ତଲା ପଞ୍ଚାୟତ ସମିତି ସଭ୍ୟ ଆସନ ପାଇଁ ପୁଷ୍ପାଞ୍ଜଳି ସାହୁ ଆଜି ସ୍ଥାନୀୟ ବ୍ଳକ କାର୍ଯ୍ୟାଳୟ ପରିସରରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

Leave A Reply

Your email address will not be published.