ପଦ୍ମପୁର ଉପଜିଲ୍ଲାପାଳ କାର୍ଯ୍ୟାଳୟରେ ଦଳୀୟ ସମର୍ଥକଙ୍କ ସହିତ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡ଼ି ପ୍ରାର୍ଥିନୀ ବର୍ଷା ସିଂ ବରିହା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବିଜେଡ଼ି ପ୍ରାର୍ଥିନୀ ବର୍ଷା ସିଂ ବରିହା ଗତକାଲି ପ୍ରାର୍ଥୀପତ୍ର ଦାଖଲ କରିବାର ଥିଲା ହେଲେ ପ୍ରାର୍ଥୀପତ୍ର ଦାଖଲ କରି ନଥିଲେ । ଦଳୀୟ ନେତାଙ୍କ ସହ ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନକୁ ଯାଇ ପ୍ରଚାର କରିଥିଲେ । ଆଜି ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦଳୀୟ ସମର୍ଥକଙ୍କ ସହିତ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଜେଡ଼ି ବିଧାୟିକା ପ୍ରାର୍ଥିନୀ ଶ୍ରୀମତୀ ବର୍ଷା ସିଂ ବରିହା ।

Leave A Reply

Your email address will not be published.