ଚଳିତ ବର୍ଷ ହେବାକୁ ଥିବା ନିଟ୍ ପିଜି ପରୀକ୍ଷା ସ୍ଥଗିତ ଓଡିଶା By Koshala Prabaha On Friday 4th February 2022, 11:06 am Share ଭୁବନେଶ୍ୱର, (କେପିଏନ୍ଏସ୍) : ଚଳିତ ବର୍ଷ ହେବାକୁ ଥିବା ନିଟ୍ ପିଜି ପରୀକ୍ଷା ସ୍ଥଗିତ ହୋଇଥିବା ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ମାର୍ଚ୍ଚ ୧୨ ତାରିଖରେ ହେବାର ଥିଲା ନିଟ୍ ପିଜି ପରୀକ୍ଷା । ତେବେ ଏହାକୁ ୬ରୁ ୮ ସପ୍ତାହ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିବା ସୂଚନାରେ କୁହଯାଇଛି । bhubaneswar news