pakka

ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବର୍ଷା ସିଂ ବରିହା

bbehera

ପଦ୍ମପୁର, (ନିରୋଜ କୁମାର ପାଣୀ) : ବିଜୟୀ ହେବା ପରେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଶୀର୍ବାଦ ନେଇଛନ୍ତି ବର୍ଷା ସିଂ ବରିହା । ପଦ୍ମପୁର ଉପନିର୍ବାଚନରେ ବିଜେଡି ଦଳ ପକ୍ଷରୁ ପ୍ରାର୍ଥୀ ହୋଇଥିଲେ ବର୍ଷା ସିଂ ବରିହା । ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ମୃତ୍ୟୁ ପରେ ହୋଇଥିଲା ଉପନିର୍ବାଚନ । ଯେଉଁଥିରେ ୪୨ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିଲେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା । ବର୍ଷାଙ୍କ ବିଜୟରେ ଶୁଭେଚ୍ଛା ଜଣାଇଥିଲେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.

thirteen + 19 =