oum

ଏନ୍‌କାଉଣ୍ଟରରେ ୧୧ ନକ୍ସଲ ନିହତ

jsm

ମାଲକାନଗିରି : ନକ୍ସଲମୁକ୍ତ ଛତିଶଗଡ଼ ଅଭିଯାନରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ଚାଲିଥିବା ଏହି ଅପରେସନ୍‌ରେ ୧୧ ନକ୍ସଲ ନିହତ ହୋଇଥିବା ଅନୁମାନ କରାଯାଉଛି । ଅପରେସନ୍‌ ଜାରି ରହିଥିବାରୁ ନିହତ ନକ୍ସଲଙ୍କ ସଂଖ୍ୟା ଆହୁରି ବଢ଼ିପାରେ । ପାଖାପାଖି ୧୪୦୦ ଯବାନ ଏହି ଅପରେସନ୍‌ରେ ସାମିଲ ହୋଇଛନ୍ତି ।

Leave A Reply

Your email address will not be published.