oum

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ ଅଧ୍ୟକ୍ଷ ଭାବେ ନିଯୁକ୍ତି

jsm

ଭୁବନେଶ୍ୱର : ଆସନ୍ତା ୨୮ ତାରିଖରେ ମୁଖ୍ୟ ଶାସନ ସଚିବ ଭାବେ ଅବସର ନେବେ ଆଇଏଏସ୍ ସୁରେଶ ଚନ୍ଦ୍ର ମହାପାତ୍ର । ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟ ଶାସନ ସଚିବ ଭାବେ ଅବସର ନେଉଥିବା ବେଳେ ସରକାର ତାଙ୍କୁ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି । ଏନେଇ ଶକ୍ତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Leave A Reply

Your email address will not be published.