ପୂର୍ବ ସରକାରରେ ବିଭିନ୍ନ ବିଭାଗରେ ନିଯୁକ୍ତ ଉପଦେଷ୍ଟା ମାନଙ୍କୁ ଦାୟିତ୍ଵ ମୁକ୍ତ କରାଗଲା

ଭୁବନେଶ୍ୱର : ପୂର୍ବ ସରକାରଙ୍କ ସମୟରେ ରାଜ୍ୟର ବିଭିନ୍ନ ବିଭାଗରେ ଉପଦେଷ୍ଟା ଭାବେ ଅନେକ ବ୍ୟକ୍ତିଙ୍କୁ ନିଯୁକ୍ତି ଦିଆଯାଇଥିଲା । ସରକାରଙ୍କ କାର୍ଯ୍ୟକ୍ରମ ତଥା କାର୍ଯ୍ୟ ଦକ୍ଷତା ବୃଦ୍ଧିରେ ଏହାଦ୍ୱାରା କୌଣସି ଉନ୍ନତି ପରିଲକ୍ଷିତ ହେଉ ନଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଉପଦେଷ୍ଟା ମାନଙ୍କୁ ଦାୟିତ୍ଵ ମୁକ୍ତ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

Leave A Reply

Your email address will not be published.