oum

ମନୋଜ ଆହୁଜା ମୁଖ୍ୟ ଶାସନ ସଚିବ ନିଯୁକ୍ତ

jsm

ଭୁବନେଶ୍ୱର : କେନ୍ଦ୍ର ଡେପୁଟେସନ୍‌ରୁ ଫେରିବା ପରେ ବରିଷ୍ଠ ପ୍ରଶାସକ ମନୋଜ ଆହୁଜାଙ୍କୁ ରାଜ୍ୟ ସରକାର ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି । ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପି. କେ. ଜେନା ଜୁନ ୩୦ ତାରିଖରେ ଅବସର ଗ୍ରହଣ କରିବା ପରେ ଆହୁଜା ଦାୟିତ୍ଵ ଗ୍ରହଣ କରିବେ । ଏହା ସହିତ ସେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ସଚିବ ଭାବେ ମଧ୍ୟ ଦାୟିତ୍ଵ ଗ୍ରହଣ କରିବେ ।

Leave A Reply

Your email address will not be published.