oum

ଜଷ୍ଟିସ ବି.ଆର୍‌. ଷଡ଼ଙ୍ଗୀ ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ

jsm

ନୂଆଦିଲ୍ଲୀ : ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ଡ. ବି.ଆର୍‌. ଷଡ଼ଙ୍ଗୀଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି । ଗତ ବର୍ଷ ଡିସେମ୍ବର ୨୭ରେ ସୁପ୍ରିମକୋର୍ଟ କଲେଜିୟମ ଦ୍ୱାରା କରାଯାଇଥିବା ଏକ ସୁପାରିଶ ଆଧାରରେ ଏହି ନିଯୁକ୍ତି ଦିଆଯାଇଛି । ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଏହା ନିଶ୍ଚିତ କରିଛନ୍ତି ।

Leave A Reply

Your email address will not be published.