ଓଡ଼ିଶା ସୂଚନା କମିଶନର ଭାବେ ନିଯୁକ୍ତି ପାଇଲେ ସୁଶାନ୍ତ କୁମାର ମହାନ୍ତି

ଭୁବନେଶ୍ୱର : ନୂଆ ସୂଚନା କମିଶନର ପଦ ପାଇଁ ସୁଶାନ୍ତ କୁମାର ମହାନ୍ତିଙ୍କୁ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର । ରାଜ୍ୟ ସରକାର ତାଙ୍କୁ ନୂତନ ସୂଚନା କମିଶନର ଭାବେ ନିଯୁକ୍ତି ଦେଇଛନ୍ତି । ରାଜ୍ୟପାଳ ଗଣେଶୀ ଲାଲଙ୍କ ଅନୁମୋଦନ କ୍ରମେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି ।

Leave A Reply

Your email address will not be published.