ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱକପ୍ ଲାଗି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ତରଫରୁ ନିମନ୍ତ୍ରଣପତ୍ର ପ୍ରଦାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱକପ୍ ଲାଗି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଆଜି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ସାକ୍ଷାତ କରି ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ତରଫରୁ ନିମନ୍ତ୍ରଣପତ୍ର ପ୍ରଦାନ କରିଥିବା ଜଣାପଡିଛି ।

Leave A Reply

Your email address will not be published.

two × two =