pakka

ହକି ବିଶ୍ୱକପ୍‌ରେ ଯୋଗ ଦେବାକୁ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଦେଶର ସବୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପ୍ରଦାନ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱକପ୍‌ରେ ଯୋଗ ଦେବାକୁ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଦେଶର ସବୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦିଆଯାଉଅଛି । ଏହି କ୍ରମରେ ତ୍ରିପୁରା, ହରିୟାଣା, ଗୋଆ ଓ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କରାଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

jay balangir
Leave A Reply

Your email address will not be published.

nineteen + five =

error: Content is protected !!