lika

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା ଅତ୍ୟନ୍ତ ନିନ୍ଦନୀୟ : ବଲାଙ୍ଗିର ଜିଲ୍ଲା ପେସାଦାର ସାମ୍ବାଦିକ ସଂଘ

gbag

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁରୀର କାର୍ଯ୍ୟରତ ସାମ୍ବାଦିକ ଦତ୍ତାତ୍ରେୟ ନାୟକଙ୍କୁ ଗତ ୧୯ ତାରିଖ ପୋଲିସ ଆକ୍ରମଣ କରିବା ସହ ତାଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଘଟଣା ଅତ୍ୟନ୍ତ ନିନ୍ଦନୀୟ ବୋଲି ଉତ୍କଳ ସାମ୍ବାଦିକ ସଂଘ ଦ୍ୱାରା ଅନୁବନ୍ଧିତ ବଲାଙ୍ଗିର ଜିଲ୍ଲା ପେସାଦାର ସାମ୍ବାଦିକ ସଂଘ ପକ୍ଷରୁ କୁହାଯାଇଛି । କାର୍ଯ୍ୟରତ ସାମ୍ବାଦିକଙ୍କ ପ୍ରତି ଏଭଳି ଅମାନୁଷିକ ଦୁର୍ବ୍ୟବହାର ପ୍ରଦର୍ଶନକାରୀଙ୍କ ବିରୁଦ୍ଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବୀ କରିଛି ସଂଘ ।

babaa
Leave A Reply

Your email address will not be published.