pakka

ନିର୍ବାଚନୀ ହିଂସା : ୨ ଆହତ

ସୋର : ସୋର ବ୍ଲକ ସିଙ୍ଗାଖୁଣ୍ଟା ପଞ୍ଚାୟତରେ ପଞ୍ଚାୟତ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି । ନିର୍ବାଚନ ପରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇ ଉଭୟ ପକ୍ଷରୁ ୨ ଜଣ ଆହତ ହୋଇଥିବା ଜଣାପଡିଛି । ସିମୁଳିଖୋଲ ଗାଁର ଯଦୁ ସିଂ ଓ ଗଜେନ୍ଦ୍ର ସିଂ ଆହତ ହୋଇଥିବା ବେଳେ ଉଭୟ ପକ୍ଷରୁ ଏନେଇ ସୋର ଥାନାରେ ଅଭିଯୋଗ ହୋଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.

5 × 1 =