ନିର୍ବାଚନ ଆଚରଣବିଧି ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ ଓଡିଶା By Koshala Prabaha On Sunday 17th March 2024, 7:10 pm Share ଭୁବନେଶ୍ୱର : ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ଆଦର୍ଶ ଆଚରଣବିଧି ଘୋଷଣା ହୋଇଥିବାରୁ ନିର୍ବାଚନ ପ୍ରକିୟା ସମ୍ପୂର୍ଣ୍ଣ ହେଲା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ବନ୍ଦ ରହିବ । bhubaneswar news