pakka

ଦ୍ୱିତୀୟ ପର୍ଯ୍ୟାୟରେ ନିର୍ବାଚନ ପାଇଁ କମିଶନଙ୍କ ସୂଚନା

bbehera

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ସୂଚନା । ଦ୍ୱିତୀୟ ପର୍ଯ୍ୟାୟରେ ୨୦ ହଜାର ୪୩୬ ବୁଥରେ ହେବ ନିର୍ବାଚନ । ସେଥିରୁ ୩ ହଜାର ୬୫ ବୁଥ୍ ସମ୍ବେଦନଶୀଳ । ୪ଟି ଜିଲ୍ଲାରେ ୨୫ଟି ସ୍ଥାନରେ ପୁନଃ ମତଦାନ ପାଇଁ ପ୍ରସ୍ତାବ ଆସିଛି । ଯାଜପୁରରେ ୧୧, ପୁରୀରେ ୫, ଢେଙ୍କାନାଳରେ ୪, ଭଦ୍ରକରେ ୫ଟି ସ୍ଥାନ ପାଇଁ ପ୍ରସ୍ତାବ ଆସିଛି । ରାଜ୍ୟ ନିର୍ବାଚନ କମିଶନ ପୁନଃ ନିର୍ବାଚନ ନେଇ ତର୍ଜମା କରୁଛନ୍ତି । ଆଇନଶୃଙ୍ଖଳା ପରିସ୍ଥିତି ରକ୍ଷା ନେଇ ପୋଲିସ ଡିଜିଙ୍କୁ ନିର୍ଦେଶ ଦେଇଛନ୍ତି କମିଶନ । ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପୋଲିଂ କର୍ମଚାରୀ ନିଜ ନିଜ ସ୍ଥାନରେ ପହଞ୍ଚି ଥିବା ବେଳେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।

jay balangir
Leave A Reply

Your email address will not be published.

12 + six =