ମାଲକାନଗିରି : ମାଲକାନଗିରି ଜିଲ୍ଲା ଆମ୍ବଗୁଡା ଗାଁର ଦିବ୍ୟାଙ୍ଗ (ମୂକ) ଅବିବାହିତ ଯୁବକଙ୍କୁ ପରିବାର ନିୟୋଜନ ଘଟଣାର ତଦନ୍ତ ନିର୍ଦେଶ ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ । ଜାତୀୟ ସ୍ବାସ୍ଥ୍ୟ ମିଶନ ଡିପିଏମ ଓ ଆଶା କୋର୍ଡିନେଟର ତଦନ୍ତ କରିବେ । ଏମାନେ ମାଥିଲି ବ୍ଲକ ଆମ୍ବଗୁଡା ଯାଇ ପୀଡ଼ିତଙ୍କୁ ଭେଟିବେ । ତଦନ୍ତ ରିପୋର୍ଟ ମିଳିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରଫୁଲ୍ଲ କୁମାର ନନ୍ଦ ସୂଚନା ଦେଇଛନ୍ତି ।
Prev Post