jayashree

କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ସମନ୍ୱିତ କୃଷି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ସହାୟତା ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ସମନ୍ୱିତ କୃଷି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ସହାୟତା ଯୋଗାଇ ଦେବା ନିମନ୍ତେ କୃଷି ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କୃଷି ଭବନଠାରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅଧିକ ଜାଣିବା ପାଇଁ ନିମ୍ନରେ ଦିଆଯାଇଥିବା ସୂଚନା ଦେଖନ୍ତୁ;

Leave A Reply

Your email address will not be published.