pakka

ପୋଲିସକୁ ଟାଟୁ ମନା; ୧୫ ଦିନ ଭିତରେ ଲିଭାଇବାକୁ ନିର୍ଦ୍ଦେଶ

bbehera

ଭୁବନେଶ୍ୱର : ଆକ୍ସନ ମୋଡରେ କମିଶନରେଟ୍ ପୋଲିସ । ଟାଟୁ କରିପାରିବେନି ପୋଲିସ । ସ୍ପେଶାଲ ସିକ୍ୟୁରିଟି ବାଟାଲିୟନରେ କାର୍ଯ୍ୟରତ ଯବାନମାନଙ୍କୁ ଟାଟୁ କରିବାକୁ ମନା କରାଯାଇଛି । ଦେହରେ ଟାଟୁ ଥିଲେ ତୁରନ୍ତ ଲିଭାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ଟାଟୁ କରିଥିବା ପୋଲିସ କର୍ମଚାରୀଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି କମିଶନରେଟ ଡିସିପି (ସିକ୍ୟୁରିଟି) । ସେମାନଙ୍କ ଦେହରେ ଟାଟୁ ଥିଲେ ୧୫ ଦିନର ଭିତରେ ନଲିଭାଇଲେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିସିପି (ସିକ୍ୟୁରିଟି) କହିଛନ୍ତି ।

jay balangir
Leave A Reply

Your email address will not be published.

1 + two =

error: Content is protected !!